ପ୍ରେରିତ 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି। See the chapterଓଡିଆ ବାଇବେଲ25 ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)25 ଏ ସମ୍ପର୍କରେ ଦାଉଦ କହିଛନ୍ତି; ‘ସବୁ ସମୟରେ ମୁଁ ଈଶ୍ୱରଙ୍କୁ ମୋ’ ସମ୍ମୁଖରେ ଦେଖିଛି, ସେ ମୋ’ ଦକ୍ଷିଣ ପାଶ୍ୱର୍ରେ ରହିଛନ୍ତି। କେହି ମୋତେ ବିଚଳିତ କରିପାରିବ ନାହିଁ। See the chapterପବିତ୍ର ବାଇବଲ25 ଦାଉଦ ତାହାଙ୍କ ବିଷୟରେ କହିଥିଲେ, ‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି। ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି। See the chapter |