ପ୍ରେରିତ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ, See the chapterପବିତ୍ର ବାଇବଲ (Re-edited) - (BSI)26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ଵା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ, See the chapterଓଡିଆ ବାଇବେଲ26 ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ, See the chapterପବିତ୍ର ବାଇବଲ (CL) NT (BSI)26 ତେଣୁ ମୁଁ ଆନନ୍ଦରେ ପରିପୂର୍ଣ୍ଣ, ମୋର ଜିହ୍ୱା ଉଲ୍ଲସି ଉଠୁଛି। ଯଦ୍ୟପି ମୁଁ ମରଣଶୀଳ, ମୁଁ ନିଶ୍ଚିତ ଭରସାରେ ସୁସ୍ଥିର, See the chapterପବିତ୍ର ବାଇବଲ26 ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା। See the chapter |