ପ୍ରେରିତ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)30 ତଥାପି ସେ ଭାବବାଦୀ ହେବାରୁ ଏବଂ ତାଙ୍କ ଔରସଜାତ ଜଣେ ବ୍ୟକ୍ତିଙ୍କି ଈଶ୍ଵର ଯେ ତାଙ୍କ ସିଂହାସନରେ ବସାଇବାକୁ ତାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ, See the chapterଓଡିଆ ବାଇବେଲ30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ । See the chapterପବିତ୍ର ବାଇବଲ (CL) NT (BSI)30 ସେ ଜଣେ ଭାବବାଦୀ ଥିଲେ, ତେଣୁ ତାଙ୍କ ପ୍ରତି ଈଶ୍ୱରଙ୍କ ପ୍ରତିଜ୍ଞା କଥା ଜାଣିଥିଲେ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ୟରୁ ଜଣକୁ ରାଜା କରିବେ ବୋଲି ଈଶ୍ୱର ପ୍ରତିଜ୍ଞା କରିଥିଲେ। See the chapterପବିତ୍ର ବାଇବଲ30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ। See the chapter |