Online Bible

- Advertisements -




ପ୍ରେରିତ 2:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

32 ଏହି ଯୀଶୁଙ୍କୁ ଈଶ୍ଵର ଉଠାଇ ଅଛନ୍ତି, ସେ ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।

See the chapter Copy

ଓଡିଆ ବାଇବେଲ

32 ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

32 ଈଶ୍ୱର ଏହି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ଆମେ ସମସ୍ତେ ଏହାର ସାକ୍ଷୀ।

See the chapter Copy

ପବିତ୍ର ବାଇବଲ

32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ।

See the chapter Copy




ପ୍ରେରିତ 2:32

Follow us:

Advertisements


Advertisements