ପ୍ରେରିତ 2:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।” See the chapterପବିତ୍ର ବାଇବଲ (Re-edited) - (BSI)39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ। See the chapterଓଡିଆ ବାଇବେଲ39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ । See the chapterପବିତ୍ର ବାଇବଲ (CL) NT (BSI)39 କାରଣ ଈଶ୍ୱରଙ୍କ ପ୍ରତିଜ୍ଞା ତୁମ୍ଭମାନଙ୍କ ପ୍ରତି, ତୁମ ସନ୍ତାନମାନଙ୍କ ପ୍ରତି ଓ ଈଶ୍ୱରଙ୍କ ଦ୍ୱାରା ଆହୂତ ଦୂରଦୂରାନ୍ତରେ ଥିବା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ।” See the chapterପବିତ୍ର ବାଇବଲ39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।” See the chapter |