ପ୍ରେରିତ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। See the chapterଓଡିଆ ବାଇବେଲ4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ । See the chapterପବିତ୍ର ବାଇବଲ (CL) NT (BSI)4 ସେମାନେ ସମସ୍ତେ ପବିତ୍ରଆତ୍ମାଙ୍କରେ ପୂର୍ଣ୍ଣ ହେଲେ ଓ ଆତ୍ମାଙ୍କ ଚାଳନାରେ ବିଭିନ୍ନ ଭାଷାରେ କଥା କହିବାକୁ ଲାଗିଲେ। See the chapterପବିତ୍ର ବାଇବଲ4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ। See the chapter |