ପ୍ରେରିତ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ? See the chapterପବିତ୍ର ବାଇବଲ (Re-edited) - (BSI)8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ? See the chapterଓଡିଆ ବାଇବେଲ8 ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ ? See the chapterପବିତ୍ର ବାଇବଲ (CL) NT (BSI)8 ତା’ହେଲେ ଆମେ ସମସ୍ତେ କିପରି ସେମାନଙ୍କୁ ଆମ ନିଜ ନିଜ ଭାଷାରେ କଥା କହୁଥିବା ଶୁଣିଛୁ? See the chapterପବିତ୍ର ବାଇବଲ8 କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! See the chapter |