ପ୍ରେରିତ 5:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; See the chapterପବିତ୍ର ବାଇବଲ (Re-edited) - (BSI)41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; See the chapterଓଡିଆ ବାଇବେଲ41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; See the chapterପବିତ୍ର ବାଇବଲ (CL) NT (BSI)41 ପ୍ରେରିତ ଶିଷ୍ୟମାନେ ଆନନ୍ଦରେ ମହାସଭାରୁ ପ୍ରସ୍ଥାନ କଲେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ସେମାନେ ଯୀଶୁଙ୍କ ନିମନ୍ତେ ଅପମାନ ଭୋଗ କରିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ। See the chapterପବିତ୍ର ବାଇବଲ41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। See the chapter |