ପ୍ରେରିତ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ, See the chapterପବିତ୍ର ବାଇବଲ (Re-edited) - (BSI)9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ଵର ତାଙ୍କ ସହିତ ଥିଲେ , See the chapterଓଡିଆ ବାଇବେଲ9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ, See the chapterପବିତ୍ର ବାଇବଲ (CL) NT (BSI)9 “ଯାକୁବଙ୍କର ପୁତ୍ରମାନେ ସେମାନଙ୍କର ଭାଇ ଯୋସେଫ ପ୍ରତି ଈର୍ଷାନ୍ୱିତ ହୋଇ ତାଙ୍କୁ ମିସର ଦେଶରେ କ୍ରୀତଦାସ ରୂପେ ବିକ୍ରୀ କଲେ। See the chapterପବିତ୍ର ବାଇବଲ9 “ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। See the chapter |