ପ୍ରେରିତ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା; See the chapterପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା; See the chapterଓଡିଆ ବାଇବେଲ9 କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା; See the chapterପବିତ୍ର ବାଇବଲ (CL) NT (BSI)9 ଶିମୋନ ନାମକ ଜଣେ ଲୋକ ତା’ର ଗୁଣିବିଦ୍ୟା ଦ୍ୱାରା ସେହି ଅଞ୍ଚଳର ଲୋକମାନଙ୍କୁ ବିମୋହିତ କରି ରଖିଥିଲା। See the chapterପବିତ୍ର ବାଇବଲ9 ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। See the chapter |