ପ୍ରେରିତ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। See the chapterପବିତ୍ର ବାଇବଲ (Re-edited) - (BSI)34 ପିତର ତାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ତତ୍କ୍ଷଣାତ୍ ଉଠିଲେ। See the chapterଓଡିଆ ବାଇବେଲ34 ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ । See the chapterପବିତ୍ର ବାଇବଲ (CL) NT (BSI)34 ପିତର ତାଙ୍କୁ କହିଲେ, “ଏନିୟ, ଯୀଶୁଖ୍ରୀଷ୍ଟ ତୁମକୁ ସୁସ୍ଥ କରିଛନ୍ତି। ଉଠ, ତୁମର ବିଛଣା ସଜାଡ଼।” See the chapterପବିତ୍ର ବାଇବଲ34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।” See the chapter |