କଲସୀୟ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; See the chapterପବିତ୍ର ବାଇବଲ (Re-edited) - (BSI)1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; See the chapterଓଡିଆ ବାଇବେଲ1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; See the chapterପବିତ୍ର ବାଇବଲ (CL) NT (BSI)1 ତୁମ୍ଭମାନଙ୍କ ପାଇଁ, ଲାଉଦିକିଆବାସୀ ଓ ମୋତେ ଚିହ୍ନି ନ ଥିବା ସମସ୍ତ ଲୋକଙ୍କ ପାଇଁ ମୁଁ ଯେ କେତେ କଠିନ ପରିଶ୍ରମ କରୁଛି, ତାହା ତୁମ୍ଭେମାନେ ଜାଣ ବୋଲି ମୁଁ ଚାହେଁ। See the chapterପବିତ୍ର ବାଇବଲ1 ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି। See the chapter |