Online Bible

- Advertisements -




କଲସୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,

See the chapter Copy

ଓଡିଆ ବାଇବେଲ

13 ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,

See the chapter Copy

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି।

See the chapter Copy

ପବିତ୍ର ବାଇବଲ

13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ।

See the chapter Copy




କଲସୀୟ 2:13

Follow us:

Advertisements


Advertisements