କଲସୀୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ଵରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। See the chapterଓଡିଆ ବାଇବେଲ3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। See the chapterପବିତ୍ର ବାଇବଲ (CL) NT (BSI)3 କାରଣ ତୁମେ ମୃତ୍ୟୁ ବରଣ କରିଅଛ ଓ ଖ୍ରୀଷ୍ଟଙ୍କ ସହିତ ତୁମ ଜୀବନ ଈଶ୍ୱରଙ୍କଠାରେ ସଂଗୁପ୍ତ ରହିଛି। See the chapterପବିତ୍ର ବାଇବଲ3 ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି। See the chapter |