ଦାନିୟେଲ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ଵାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ। See the chapterଓଡିଆ ବାଇବେଲ3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋ’ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ। See the chapterପବିତ୍ର ବାଇବଲ3 ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ। See the chapter |