ଦାନିୟେଲ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟନା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି। See the chapterଓଡିଆ ବାଇବେଲ29 ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି। See the chapterପବିତ୍ର ବାଇବଲ29 ହେ ମହାରାଜ, ଶଯ୍ୟା ଉପରେ ଆପଣ ଶୋଇଥିବା ବେଳେ ଭବିଷ୍ୟତରେ କ’ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେହି ପରମେଶ୍ୱର, ଯାହା ଭବିଷ୍ୟତରେ ଘଟିବ ତାହା ଦର୍ଶନରେ ପ୍ରକାଶ କଲେ। See the chapter |