ଦାନିୟେଲ 2:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। See the chapterପବିତ୍ର ବାଇବଲ (Re-edited) - (BSI)48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ଵ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ଵାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। See the chapterଓଡିଆ ବାଇବେଲ48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। See the chapterପବିତ୍ର ବାଇବଲ48 ତା'ପରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ୟରେ ଏକ ମହାନ କାର୍ଯ୍ୟରେ ନିଯୁକ୍ତି କଲେ ଓ ବହୁମୂଲ୍ୟ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପରେ ତାଙ୍କୁ ସମସ୍ତ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ସବୁ ବିଦ୍ୱାନ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲେ। See the chapter |