ଦାନିୟେଲ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। See the chapterପବିତ୍ର ବାଇବଲ (Re-edited) - (BSI)8 ରାଜା ଉତ୍ତର କରି କହିଲା, ମୋʼଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ କାଳ ବିଳମ୍ଵ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। See the chapterଓଡିଆ ବାଇବେଲ8 ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। See the chapterପବିତ୍ର ବାଇବଲ8 ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି। See the chapter |