ଦାନିୟେଲ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’ See the chapterପବିତ୍ର ବାଇବଲ (Re-edited) - (BSI)17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି। See the chapterଓଡିଆ ବାଇବେଲ17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି। See the chapterପବିତ୍ର ବାଇବଲ17 “ଜଣେ ପବିତ୍ର ସ୍ୱର୍ଗଦୂତ ଏହି ଦଣ୍ତ ଘୋଷଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ୟମାନଙ୍କ ଉପରେ ସର୍ବୋପରିସ୍ଥ ପରମେଶ୍ୱର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ୱର ନମ୍ର ଲୋକକୁ ରାଜ୍ୟ ଶାସନ ପାଇଁ ନିଯୁକ୍ତ କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ। See the chapter |