ଦାନିୟେଲ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)2 ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା। See the chapterଓଡିଆ ବାଇବେଲ2 ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ୍ ବୋଧ ହେଲା। See the chapterପବିତ୍ର ବାଇବଲ2 ସର୍ବୋପରିସ୍ଥ ପରମେଶ୍ୱର ମୋ’ ପାଇଁ ଯେଉଁ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି। See the chapter |