ଦାନିୟେଲ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। See the chapterପବିତ୍ର ବାଇବଲ (Re-edited) - (BSI)24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। See the chapterଓଡିଆ ବାଇବେଲ24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି। See the chapterପବିତ୍ର ବାଇବଲ24 “ହେ ମହାରାଜ, ଏଥିର ଅର୍ଥ ଏହି। ଆଉ ସର୍ବୋପରିସ୍ଥ ମୋର ସଦାପ୍ରଭୁ ମହାରାଜାଙ୍କ ପ୍ରତି ଏହା ଘଟିବ ବୋଲି ନିରୂପଣ କରିଛନ୍ତି। See the chapter |