ଦାନିୟେଲ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ଵରଙ୍କ ବ୍ୟବସ୍ଥା ସମ୍ଵନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ। See the chapterଓଡିଆ ବାଇବେଲ5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ। See the chapterପବିତ୍ର ବାଇବଲ5 ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।” See the chapter |