ଦାନିୟେଲ 7:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। See the chapterଓଡିଆ ବାଇବେଲ20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। See the chapterପବିତ୍ର ବାଇବଲ20 ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। See the chapter |