ଦ୍ଵିତୀୟ ବିବରଣ 2:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ। See the chapterପବିତ୍ର ବାଇବଲ (Re-edited) - (BSI)33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ। See the chapterଓଡିଆ ବାଇବେଲ33 ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ। See the chapterପବିତ୍ର ବାଇବଲ33 କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ, ଆମ୍ଭେମାନେ ରାଜା ସୀହୋନକୁ, ତାଙ୍କର ପୁତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲୁ। See the chapter |