ଦ୍ଵିତୀୟ ବିବରଣ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ବାଲପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapterଓଡିଆ ବାଇବେଲ3 ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapterପବିତ୍ର ବାଇବଲ3 “ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମ ବାଲପିୟୋରରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ହତ୍ୟା କରିଛନ୍ତି। See the chapter |