ଉପଦେଶକ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। See the chapterପବିତ୍ର ବାଇବଲ (Re-edited) - (BSI)10 ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। See the chapterଓଡିଆ ବାଇବେଲ10 ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। See the chapterପବିତ୍ର ବାଇବଲ10 ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ। See the chapter |