ଉପଦେଶକ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। See the chapterଓଡିଆ ବାଇବେଲ7 ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ। See the chapterପବିତ୍ର ବାଇବଲ7 ମନୁଷ୍ୟ ତା'ର ନିଜ ପେଟ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥିରେ ସନ୍ତୁଷ୍ଟ ହୁଏ ନାହିଁ କାହିଁକି? See the chapter |