ଉପଦେଶକ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)11 କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ। See the chapterଓଡିଆ ବାଇବେଲ11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ। See the chapterପବିତ୍ର ବାଇବଲ11 ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସେମାନଙ୍କର ଦଣ୍ଡ ବିଳମ୍ବରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ। See the chapter |