Online Bible

- Advertisements -




ଉପଦେଶକ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ମୁଁ ପରମେଶ୍ଵରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ଵ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ଵ ପାଇବାକୁ ସମର୍ଥ ହେବ ନାହିଁ।

See the chapter Copy

ଓଡିଆ ବାଇବେଲ

17 ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।

See the chapter Copy

ପବିତ୍ର ବାଇବଲ

17 ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି, ମୁଁ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ଯାହା ଘଟେ ବୁଝିପାରେ ନାହିଁ। କାରଣ ସେ ଏହା ବୁଝିବା ପାଇଁ ଯେତେ କଠିନ କାର୍ଯ୍ୟ କଲେ ମଧ୍ୟ ସେ ତାହା ବୁଝିବାକୁ ସକ୍ଷମ ହେବ ନାହିଁ। ଏବଂ ଯଦି ଜଣେ ଜ୍ଞାନୀ ଲୋକ, ସେ ବୁଝିଛି ବୋଲି କହେ, ପ୍ରକୃତରେ ସେ ବୁଝି ନ ଥାଏ।

See the chapter Copy




ଉପଦେଶକ 8:17

Follow us:

Advertisements


Advertisements