ଉପଦେଶକ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। See the chapterଓଡିଆ ବାଇବେଲ3 ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି। See the chapterପବିତ୍ର ବାଇବଲ3 ଭୟ କର ନାହିଁ, ତାଙ୍କର ଉପସ୍ଥିତିରେ ବାହାରି ଯାଅ, ବିଳମ୍ବ କର ନାହିଁ ଯେତେବେଳେ ବାଣିଜ୍ୟ ମନ୍ଦ ଅଟେ। ମନେରଖ ରାଜା ଯାହା ଗ୍ଭହିଁବେ ତାଙ୍କ ଇଚ୍ଛାରେ କରିବେ। See the chapter |