ଉପଦେଶକ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)8 ଶ୍ଵାସବାୟୁ ଅଟକାଇ ରଖିବା ପାଇଁ ଶ୍ଵାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ। See the chapterଓଡିଆ ବାଇବେଲ8 ଶ୍ୱାସବାୟୁ ଅଟକାଇ ରଖିବା ପାଇଁ ଶ୍ୱାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ; କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ; ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ। See the chapterପବିତ୍ର ବାଇବଲ8 କୌଣସି ଲୋକର କ୍ଷମତା ନାହିଁ ଯେ, ଆତ୍ମାକୁ ଯିବା ସମୟରେ ଅଟକାଇ ପାରିବ। କେହି ମୃତ୍ୟୁକୁ ଅଟକାଇ ପାରିବ ନାହିଁ। ଯୁଦ୍ଧ ସମୟରେ ଜଣେ ସୈନିକ ତା'ର ମନଇଚ୍ଛା କୌଣସି ସ୍ଥାନକୁ ଯାଇପାରିବ ନାହିଁ। ଠିକ୍ ସେହିପରି ଯଦି ଜଣେ ମନୁଷ୍ୟ କୁକର୍ମ କରେ, ସେହି କୁକର୍ମରୁ ସେ ରକ୍ଷା ପାଇବ ନାହିଁ। See the chapter |