ଏଫିସୀୟ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ See the chapterପବିତ୍ର ବାଇବଲ (Re-edited) - (BSI)1 ଏନିମନ୍ତେ ମୁଁ ପାଉଲ, ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ- ଏଫି.୪:୧ See the chapterଓଡିଆ ବାଇବେଲ1 ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ See the chapterପବିତ୍ର ବାଇବଲ (CL) NT (BSI)1 ଏହି କାରଣରୁ ତୁମ ପରି ଅଣଇହୁଦୀମାନଙ୍କ ପାଇଁ ଖ୍ରୀଷ୍ଟ ଯୀଶୁଙ୍କ ହେତୁ ବନ୍ଦୀ ହୋଇଥିବା ମୁଁ ପାଉଲ, ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି। See the chapterପବିତ୍ର ବାଇବଲ1 ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ। See the chapter |