ଏଫିସୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭମାନଙ୍କ ନିମନ୍ତେ ମୋତେ ପ୍ରଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ସମ୍ଵନ୍ଧୀୟ ସେବକ-କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, See the chapterଓଡିଆ ବାଇବେଲ2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, See the chapterପବିତ୍ର ବାଇବଲ (CL) NT (BSI)2 ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ। See the chapterପବିତ୍ର ବାଇବଲ2 ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ। See the chapter |