ଏଫିସୀୟ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, See the chapterପବିତ୍ର ବାଇବଲ (Re-edited) - (BSI)12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ, See the chapterଓଡିଆ ବାଇବେଲ12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, See the chapterପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟଙ୍କ ସେହି ଶରୀର ଗଠନ କରିବା ଉଦ୍ଦେଶ୍ୟରେ ଖ୍ରୀଷ୍ଟୀୟ ସେବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବାକୁ ସେ ଏହା କରିଛନ୍ତି। See the chapterପବିତ୍ର ବାଇବଲ12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। See the chapter |