ଏଫିସୀୟ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, See the chapterପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, See the chapterଓଡିଆ ବାଇବେଲ21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, See the chapterପବିତ୍ର ବାଇବଲ (CL) NT (BSI)21 ତୁମ୍ଭେମାନେ ନିଶ୍ଚିତଭାବେ ତାଙ୍କ ବିଷୟ ଶୁଣିଛ ଓ ତାଙ୍କର ଅନୁଗାମୀ ରୂପେ ଯୀଶୁଙ୍କ ସମ୍ପର୍କରେ ସତ୍ୟ ଶିକ୍ଷା ପାଇଛ। See the chapterପବିତ୍ର ବାଇବଲ21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। See the chapter |