ଏଫିସୀୟ 4:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)26 କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର; See the chapterଓଡିଆ ବାଇବେଲ26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)26 ତୁମେ କ୍ରୋଧାନ୍ୱିତ ହୋଇ ପାପ କର ନାହିଁ। ସୂର୍ଯ୍ୟାସ୍ତ ପୂର୍ବରୁ ତୁମର କ୍ରୋଧ ଶାନ୍ତ ହେଉ। See the chapterପବିତ୍ର ବାଇବଲ26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। See the chapter |