ଏଫିସୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; See the chapterପବିତ୍ର ବାଇବଲ (Re-edited) - (BSI)4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ଵାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; See the chapterଓଡିଆ ବାଇବେଲ4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ; See the chapterପବିତ୍ର ବାଇବଲ (CL) NT (BSI)4 ଆମ୍ଭମାନଙ୍କ ଶରୀର ଏକ, ଆତ୍ମା ମଧ୍ୟ ଏକ। ପୁଣି ଏକ ଭରସା ଦେଇ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। See the chapterପବିତ୍ର ବାଇବଲ4 ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ। See the chapter |