ଏଫିସୀୟ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, See the chapterପବିତ୍ର ବାଇବଲ (Re-edited) - (BSI)25 ହେ ସ୍ଵାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ତଳୀକି ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର, ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ; See the chapterଓଡିଆ ବାଇବେଲ25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, See the chapterପବିତ୍ର ବାଇବଲ (CL) NT (BSI)25 ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି, ତା’ ପାଇଁ ନିଜର ପ୍ରାଣ ଦେଲେ, ତୁମ୍ଭେମାନେ ଠିକ୍ ସେହିପରି ନିଜ ନିଜ ସ୍ତ୍ରୀକୁ ପ୍ରେମ କର। See the chapterପବିତ୍ର ବାଇବଲ25 ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର। See the chapter |