ଏଫିସୀୟ 6:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ। See the chapterଓଡିଆ ବାଇବେଲ22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ । See the chapterପବିତ୍ର ବାଇବଲ (CL) NT (BSI)22 ଆମେ ସବୁ କିପରି ଅଛୁ, ସେ ବିଷୟ ଜଣାଇ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି। See the chapterପବିତ୍ର ବାଇବଲ22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ପଠାଉଛି। See the chapter |