ଏଫିସୀୟ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ; See the chapterପବିତ୍ର ବାଇବଲ (Re-edited) - (BSI)5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ , See the chapterଓଡିଆ ବାଇବେଲ5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ; See the chapterପବିତ୍ର ବାଇବଲ (CL) NT (BSI)5 କ୍ରତଦାସମାନେ, ତୁମ୍ଭେମାନେ ଖ୍ରୀଷ୍ଟଙ୍କର ସେବା କରୁଛ ଭାବି ଆନ୍ତରିକଭାବେ ଭୟରେ କମ୍ପିତ ହୋଇ ଜାଗତିକ ମୁନିବମାନଙ୍କର ଆଜ୍ଞାବହ ହୁଅ। See the chapterପବିତ୍ର ବାଇବଲ5 ହେ ଦାସମାନେ! ପୃଥିବୀରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର। See the chapter |