ଯାତ୍ରା ପୁସ୍ତକ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନଦୀ ତୀରସ୍ଥ ନଳବନରେ ରଖିଲା। See the chapterଓଡିଆ ବାଇବେଲ3 ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ। See the chapterପବିତ୍ର ବାଇବଲ3 ଯେତେବେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଗ୍ଭଇ ପାରିଲା ନାହିଁ, ସେ ଏକ ଟୋକେଇ ତିଆରି କରି ତେଲ ଓ ରାଳ ଲେପନ କଲା। ସେ ସେହି ବାଳକଟିକୁ ଟୋକେଇରେ ରଖିଲା ଏବଂ ନଦୀର ନଳବନ ମଝିରେ ରଖିଲା। See the chapter |