ଯାତ୍ରା ପୁସ୍ତକ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା। See the chapterଓଡିଆ ବାଇବେଲ4 ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା। See the chapterପବିତ୍ର ବାଇବଲ4 ସେହି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଲକ୍ଷ୍ୟ କରୁଥିଲା। ପିଲାଟିର କ’ଣ ହେବ, ଏହା ଜାଣିବା ପାଇଁ ଲକ୍ଷ୍ୟ ରଖିଲା। See the chapter |