ଆଦି ପୁସ୍ତକ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। See the chapterଓଡିଆ ବାଇବେଲ3 ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ। See the chapterପବିତ୍ର ବାଇବଲ3 ତା'ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ। See the chapter |