ଆଦି ପୁସ୍ତକ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ପରମେଶ୍ଵର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। See the chapterଓଡିଆ ବାଇବେଲ9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ। See the chapterପବିତ୍ର ବାଇବଲ9 ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ। See the chapter |