ଆଦି ପୁସ୍ତକ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। See the chapterଓଡିଆ ବାଇବେଲ7 ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ। See the chapterପବିତ୍ର ବାଇବଲ7 ସେମାନଙ୍କର ଚକ୍ଷୁ ପ୍ରସନ୍ନ ହେଲା ଏବଂ ସେମାନେ ଜାଣି ପାରିଲେ ଯେ, ସେମାନେ ଉଲଗ୍ନ। ତେଣୁ ସେମାନେ କିଛି ଡିମ୍ବିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ବସ୍ତ୍ର ଭାବରେ ଗ୍ରହଣ କଲେ। See the chapter |