ଆଦି ପୁସ୍ତକ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?” See the chapterପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ? See the chapterଓଡିଆ ବାଇବେଲ9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?” See the chapterପବିତ୍ର ବାଇବଲ9 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?” See the chapter |