ଆଦି ପୁସ୍ତକ 48:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ କେହି ଯାକୁବଙ୍କୁ କହିଲା, ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି; ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ। See the chapterଓଡିଆ ବାଇବେଲ2 ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ। See the chapterପବିତ୍ର ବାଇବଲ2 ଯେତେବେଳେ ଯୋଷେଫ ସେଠାରେ ପହଞ୍ଚିଲେ ସେତେବେଳେ କେହି ଜଣେ ଯାକୁବଙ୍କୁ କହିଲେ, “ତୁମ୍ଭର ପୁତ୍ର ଯୋଷେଫ ତୁମ୍ଭକୁ ଦେଖିବାକୁ ଆସିଛନ୍ତି।” ଇସ୍ରାଏଲ ବହୁତ ଦୁର୍ବଳ ହୋଇ ପଡ଼ିଥିଲେ। କିନ୍ତୁ ସେ ବହୁତ ଚେଷ୍ଟା କଲେ ଏବଂ ବିଛଣାରେ ବସିଲେ। See the chapter |