ଆଦି ପୁସ୍ତକ 50:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ। See the chapterଓଡିଆ ବାଇବେଲ2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ। See the chapterପବିତ୍ର ବାଇବଲ2 ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ। See the chapter |