ଏବ୍ରୀ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। See the chapterଓଡିଆ ବାଇବେଲ2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)2 ଏହା କରିବା ଦ୍ୱାରା କେହି କେହି ଅଜାଣତରେ ସ୍ୱର୍ଗଦୂତମାନଙ୍କର ଆତିଥ୍ୟ କରିଛନ୍ତି। See the chapterପବିତ୍ର ବାଇବଲ2 ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି। See the chapter |