ଏବ୍ରୀ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। See the chapterପବିତ୍ର ବାଇବଲ (Re-edited) - (BSI)1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। See the chapterଓଡିଆ ବାଇବେଲ1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ। See the chapterପବିତ୍ର ବାଇବଲ (CL) NT (BSI)1 ଆମେ ଯେପରି ସତ୍ୟରୁ ବିଚ୍ୟୁତ ନ ହେଉ, ଏଥିପାଇଁ ଆମେ ଶୁଣିବା ସତ୍ୟବାଣୀରେ ଦୃଢ଼ ହୋଇ ରହିବା ଉଚିତ। See the chapterପବିତ୍ର ବାଇବଲ1 ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟରେ ଅଧିକ ମନୋଯୋଗୀ ହେବା ଦରକାର, ନଚେତ୍ ସତ୍ୟମାର୍ଗରୁ ବିଚଳିତ ହୋଇ ପଥଭ୍ରଷ୍ଟ ହେବୁ। See the chapter |